ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ସରକାର

0

ଭୁବନେଶ୍ବର: ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ। ଏନେଇ ରାଜ୍ୟ ସମବାୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଏନେଇ ଆବଶ୍ୟକ ନିର୍ଦ୍ଦେଶନାମା ଜାରି ହୋଇଛି।

୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ଉପରେ ଚାଷୀଙ୍କୁ କୌଣସି ସୁଧ ଦେବାକୁ ପଡ଼ିବ ନାହିଁ। ହେଲେ ୧ରୁ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଉପରେ ୨ ପ୍ରତିଶତ ସୁଧ ଦେବାକୁ ପଡିବ ବୋଲି ଜଣାପଡିଛି।

Leave A Reply

Your email address will not be published.