ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

କେରଳର ସହପ୍ରଭାରୀ ହେଲେ ଅପରାଜିତା ଷଡ଼ଙ୍ଗୀ

0

ନୂଆଦିଲ୍ଲୀ: ବିଭିନ୍ନ ରାଜ୍ୟ ପାଇଁ ଆଜି ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ଭାରତୀୟ ଜନାତା ପାର୍ଟି। ଓଡ଼ିଶାରେ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶାର ସହପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଏହା ପୂର୍ବରୁ ବିଜୟପାଲ ଓଡ଼ିଶା ପାଇଁ ନିର୍ବାଚନ ପ୍ରଭାରୀ ଥିଲେ।

ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନୂଆ ଦାୟିତ୍ୱ ଦେଇଛି ଦଳ। ତାଙ୍କୁ କେରଳର ସହପ୍ରଭାରୀ ନିଯୁକ୍ତ କରାଯାଇଛି। ବରିଷ୍ଠ ବିଜେପି ନେତା ପ୍ରକାଶ ଜାଭଡ଼େକରଙ୍କୁ ଦଳ କେରଳର ପ୍ରଭାରୀ ନିଯୁକ୍ତ କରିଥିବା ବେଳେ ଅପରାଜିତାଙ୍କୁ ମିଳିଛି ସହପ୍ରଭାରୀ ଦାୟିତ୍ୱ ଓ ଏମପି ସମ୍ବିତ ପାତ୍ରଙ୍କୁ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ସଂଯୋଜକ ନିଯୁକ୍ତ ମିଳିଛି।

Leave A Reply

Your email address will not be published.