ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ମୁଖ୍ୟମନ୍ତ୍ରୀ ହେବା ପରେ ମନ୍ତ୍ରୀଙ୍କୁ ବିଭାଗ ବାଣ୍ଟିଲେ ହେମନ୍ତ ସୋରେନ

0

ଝାରଖଣ୍ଡ: ମୁଖ୍ୟମନ୍ତ୍ରୀ ହେବା ପରେ ମନ୍ତ୍ରୀଙ୍କୁ ବିଭାଗ ବାଣ୍ଟିଲେ ହେମନ୍ତ ସୋରେନ। ଆଜି ଝାଡଖଣ୍ଡରେ ହେମନ୍ତ ସୋରେନ ସରକାରଙ୍କ କ୍ୟାବିନେଟକୁ ବିସ୍ତାର କରାଯାଇଛି। ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଏବଂ ଜେଏମଏମ ନେତୃତ୍ୱାଧୀନ ଗଠବନ୍ଧନର ଅନ୍ୟ ୧୦ ଜଣ ନେତା ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ବର୍ତ୍ତମାନ ବିଭାଗଗୁଡ଼ିକ ମଧ୍ୟ ମନ୍ତ୍ରୀଙ୍କ ମଧ୍ୟରେ ବଣ୍ଟାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସମେତ ବାର ସଦସ୍ୟ ବିଶିଷ୍ଟ କ୍ୟାବିନେଟରେ ନୂଆ ଚେହେରାରେ କଂଗ୍ରେସର ଜାମତାଡା ବିଧାୟକ ଇରଫାନ ଅନସାରୀ, ମହାଗମା ବିଧାୟକ ଦୀପିକା ପାଣ୍ଡେ ସିଂ ଏବଂ ଜେଏମଏମର ଲାତେହାର ବିଧାୟକ ବୈଦ୍ୟନାଥ ରାମ ଅଛନ୍ତି।

Leave A Reply

Your email address will not be published.