ନୂଆଦିଲ୍ଲୀ: ଓଡିଶା ରେ ରେ ଭାରତୀୟ ଜନତା ପାଟିର ବିପୁଳ ବିଜୟ ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି, ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ନାହିଁ। ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ମନମୋହନ କହିଛନ୍ତି ।
ପ୍ରମୁଖ ଖବର
ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍-ଓଏଏସ୍ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା