ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ରାସଗୋବିନ୍ଦପୁର ବିମାନବନ୍ଦର ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ ହେବ

0

ଭୁବନେଶ୍ବର: ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ବଡ ଘୋଷଣା। ମୟୂରଭଞ୍ଜ ଜିଲାସ୍ଥିତ ଅମର୍ଦା ରୋଡ୍‍ ରାସଗୋବିନ୍ଦପୁର ବିମାନବନ୍ଦରକୁ ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ। ଏ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସହ ଆଲୋଚନା କରିଛନ୍ତି।

ସୂଚନାଯୋଗ୍ୟ, ଅମର୍ଦା ରୋଡ୍‍ ବିମାନବନ୍ଦର ୪୦ ଦଶକରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ କାର୍ଯ୍ୟକ୍ଷମ ଥିଲା। କେନ୍ଦ୍ର ସରକାରଙ୍କ ଉଡାନ୍‍ ଯୋଜନାରେ ଏଠାରେ ଅଧିକ ଜମିଗ୍ରହଣ ଓ ଉନ୍ନତୀକରଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି। ଅମର୍ଦା ରୋଡ୍‍ ବିମାନବନ୍ଦର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ଝାରସୁଗୁଡ଼ା ବିମାନବନ୍ଦରର ଉନ୍ନତି ସମ୍ପର୍କରେ ୨ ମନ୍ତ୍ରୀ ଆଲୋଚନା କରିଥିଲେ। ଏହି ଅବସରରେ ଝାରସୁଗୁଡ଼ା ବିଧାୟକ ସେଠାରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.