ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ନିତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଜୁଏଲ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ମନୋନୀତ ହୋଇଥିବା ସୂଚନା ମିଳିଛି। ତାଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍ଡି କୁମାରସ୍ବାମୀ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।
ପ୍ରମୁଖ ଖବର
ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ