ଭୁବନେଶ୍ବର: ନିଯୁକ୍ତି ପାଇଲେ ନୂଆ ଆଡଭୋକେଟ ଜେନେରାଲ। ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ। ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ। ନୂଆ ଏଜି ଙ୍କୁ ନିଯୁକ୍ତ ଦେଲେ ରାଜ୍ଯପାଳ। ଶ୍ରୀ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ଏହି ବଡ଼ ଦାୟିତ୍ବ ଦେଇଛନ୍ତି। ପୀତାମ୍ବରଙ୍କ ନିଯୁକ୍ତି ରାଜ୍ୟ ଆଇନ ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି।
ପ୍ରମୁଖ ଖବର
ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ୯ଟି ଟାସ୍କ: ଦୁର୍ନୀତି ହଟାଅ, ସଚ୍ଚୋଟ ହୁଅ
ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ