ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ବୋଲବମ୍ ଯାତ୍ରା ପାଇଁ ଯୋଗୀ ସରକାରଙ୍କ ନୂଆ ନିର୍ଦ୍ଦେଶ

0

ଉତ୍ତରପ୍ରଦେଶ; ବୋଲବମ୍ ଯାତ୍ରା ପାଇଁ ଯୋଗୀ ସରକାରଙ୍କ ନୂଆ ନିର୍ଦ୍ଦେଶ। କାଉଡିଆ ଯିବା ମାର୍ଗରେ ସମସ୍ତ ଭୋଜନାଳୟ ମାଲିକ ଦେବେ ସବିଶେଷ ତଥ୍ୟ। କାଉଡିଆଙ୍କ ପାଇଁ ବଡ଼ ପଦକ୍ଷେପ ଗ୍ରହଣ କଲେ ଉତରପ୍ରଦେଶ ସରକାର। ଯେଉଁମାର୍ଗ ଦେଇ କାଉଡିଆ ଯିବେ ସେହି ମାର୍ଗରେ ଥିବା ସମସ୍ତ ଭୋଜନାଳୟ ମାଲିକଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରାଯାଇଛି। ଭୋଜାନାଳୟ ମାଲିକମାନେ ଦୋକାନରେ ନିଜ ନାଁ, କ୍ୟୁଆର କୋର୍ଡ ଓ ଫୋନ ନମ୍ବର ଲଗାଇବେ। ଜୁଲାଇ ୨୨ରୁ ଆରମ୍ଭ ହେବ ଶ୍ରାବଣ ମାସର ବହୁ ପବିତ୍ର ବୋଲବମ ଯାତ୍ରା।

ଶ୍ରଦ୍ଧାଳୁ ଏହା ପୂର୍ବରୁ ଅଭିଯୋଗ ଆଣିଥିଲେ ଯେ ମୁସଲିମ ବ୍ୟବସାୟ ବେଶ ବଦଳାଇ ଖାଦ୍ୟ ବିକ୍ରି କରୁଛନ୍ତି। ଶାକହାରୀ ନାଁରେ ମାଂସାହାରୀ ଖାଦ୍ୟ ବିକି ସେମାନଙ୍କ ଆସ୍ଥା ଉପରେ କୁଟାରଘାତ କରୁଛନ୍ତି। ତେଣୁ ସରକାର ଏନେଇ କିଛି ପଦକ୍ଷେପ ଗ୍ରହଣ କରନ୍ତୁ ।ତେବେ ଏହାକୁ ବିରୋଧ କରିଛି କଂଗ୍ରେସ। ଏହା ଦ୍ବାରା ସାମ୍ପ୍ରଦାୟିକ ହିଂସା ଉପଜିବା ସମ୍ଭାବନା ରହିଛି । ସେପଟେ କାଉଡିଆଙ୍କ ପାଇଁ ଯୋଗୀ ସରକାରଙ୍କ ଏହି ନିଷ୍ପତି ଏନଡିଏ ମେଂଟକୁ ହଲଚଲ କରିଛି। ସହଯୋଗୀ ଦଳ ଜେଡିୟୁ ନିଷ୍ପତି ଉପରେ ପୁଣି ସମୀକ୍ଷା କରିବାକୁ ପରାର୍ମଶ ଦେଇଛି ସେପେଟେ ଆରଏଲଡି ନିଷ୍ପତିକୁ ପ୍ରତ୍ୟାହାର କରିବାକୁ ଦାବି କରିଛି।

Leave A Reply

Your email address will not be published.