ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପିଏମ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାର ଟଙ୍କାର ସହାୟତା

0

ଭୁବନେଶ୍ୱର: ପିଏମ ସୂର୍ଯ୍ୟଘର ଯୋଜନା ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। ଏଥିପାଇଁ ୭୮ ହଜାର ଟଙ୍କାର ସହାୟତା ମିଳିବ ବୋଲି ଘୋଷଣା ହୋଇଛି। ବିଜେଡି ନେତା ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଶକ୍ତିମନ୍ତ୍ରୀ କେଭି ସିଂଦେଓ ବିଧାନସଭାରେ ଏପରି ଉତ୍ତର ରଖିଛନ୍ତି।

ମନ୍ତ୍ରୀ କହିଛନ୍ତି, ପିଏମ ସୂର୍ଯ୍ୟଘର ଯୋଜନାରେ ସୌରଶକ୍ତି ଦ୍ବାରା ବିଜୁଳି ମିଳିବ। ୩ କିଲୋୱାଟ ପର୍ଯ୍ୟନ୍ତ ସୋଲାର ପ୍ଲାଣ୍ଟ ସ୍ଥାପନ ପାଇଁ ସହାୟତା ମିଳିବ। ସୋଲାର ପ୍ଲାଣ୍ଟ ପାଇଁ ୭୮ ହଜାର ଟଙ୍କାର କେନ୍ଦ୍ରୀୟ ସହାୟତା ବ୍ୟବସ୍ଥା ରହିଛି। ଏଥିରେ ଉପଭୋକ୍ତା ମାସିକ ୩ଶହ ୟୁନିଟ ବିଦ୍ୟୁତ ଉପଯୋଗ କରିପାରିବେ ବୋଲି ଶକ୍ତିମନ୍ତ୍ରୀ କହିଛନ୍ତି କେଭି ସିଂଦେଓ।

Leave A Reply

Your email address will not be published.