ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭବାନୀ ଶଙ୍କର ଭୋଇ ହେଲେ ଉପବାଚସ୍ପତି

0

ଭୁବନେଶ୍ୱର: ନିର୍ବାଚିତ ହେଲେ ଉପବାଚସ୍ପତି । ଭବାନୀ ଶଙ୍କର ଭୋଇଙ୍କ ନାଁରେ ବାଜିଲା ମୋହର ।ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏନେଇ ବାଚସ୍ପତି ସୁରମା ପାଢୀ ତାଙ୍କ ନାଁ ଘୋଷଣା କରିଛନ୍ତି । ତଳସରାରୁ ଦୁଇ ଥରର ବିଧାୟକ ହେଉଛନ୍ତି ଭବାନୀ ଭୋଇ । ଭବାନୀ ହିଁ ଜଣେ ମାତ୍ର ବିଧାୟକ ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଥିଲେ ।

ସୁନ୍ଦରଗଡ଼ ଜିଲ୍ଲା ତଳସରା ବିଧାନସଭାର ସଦସ୍ୟ ହେଉଛନ୍ତି ଭବାନୀ ଶଙ୍କର ଭୋଇ । ଭବାନୀ ଶଙ୍କର ଭୋଇ ସୁନ୍ଦରଗଡ଼ ଜିଲ୍ଲାର ଜଣେ ଜଣାଶୁଣା ଆଦିବାସୀ ଚେହେରା । ୨୦୧୯ ରେ ଭବାନୀ ଶଙ୍କର ଭୋଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ବିଜେଡି ପ୍ରାର୍ଥୀ ଷ୍ଟିଫେନ ସୋରଙ୍ଗଙ୍କୁ ୧୬ ହଜାର ଭୋଟରେ ହରାଇଥିଲେ । ସେହିପରି ୨୦୨୪ରେ ଭବାନୀ ଶଙ୍କର ଭୋଇ ବିଜେଡି ପ୍ରାର୍ଥୀଙ୍କ ଠାରୁ ୧୭ ହଜାରରୁ ଉର୍ଦ୍ଧ୍ବ ଭୋଟରେ ବିଜୟୀ ହୋଇଛନ୍ତି ।

Leave A Reply

Your email address will not be published.