ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ନାବାଳକଙ୍କୁ ଗାଡ଼ି ଚଳାଇବା ମନା

0

ଭୁବନେଶ୍ବର: ଏବେ ନାବାଳକମାନେ ଗାଡ଼ି ଚଲାଉଥିଲେ ହୋଇଯାଆନ୍ତୁ ସାବଧାନ। ନାବାଳକ ଚଳାଇ ପାରିବେ ନାହିଁ ଗାଡି, ନାବାଳକ ଗାଡି ଚଳାଇଲେ ଅଭିଭାବକମାନେ ଗଣିବେ ତଣ୍ଡ। ରାଜ୍ୟରେ ବଢ଼ୁଥିବା ବେପାରୁଆ ଗାଡ଼ିଚାଳନା ତଥା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଠୋର ହୋଇଛି ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ)। ଆସନ୍ତା ସପ୍ତାହରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯିବ।

ନାବାଳକ ଗାଡ଼ି ଚଳାଉଥିବା ଧରାପଡ଼ିଲେ ଗାଡ଼ି ଜବତ ହେବା ସହ ୨୫ ହଜାର ଜରିମାନା ଗଣିବାକୁ ହେବ। କେବଳ ଏତିକି ନୁହେଁ ଉକ୍ତ ନାବାଳକଙ୍କ ମା’ବାପାଙ୍କ ବିରୋଧରେ ମାମଲା ରୁଜୁ ହେବା ସହ ଜେଲ ଦଣ୍ଡ ମଧ୍ୟ ହୋଇପାରେ ବୋଲି ବୁଧବାର ଏସଟିଏ ସହକାରୀ କମିଶନର ଲାଲମୋହନ ସେଠୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.