ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ ୪ଗୁରୁତର

0

ନୂଆଦିଲ୍ଲୀ: ଆଜି ସକାଳେ ପୁଣି ଆତଙ୍କବାଦୀ ଓ ସୈନ୍ୟଙ୍କ ମଧ୍ୟରେ ଗୁଳି ବିନିମୟରେ ଜଣେ ଯବାନ ସହିଦ ହୋଇଛନ୍ତି। ଏହା ସହିତ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଜମ୍ମୁ କାଶ୍ମୀର କୁପଓ୍ବାଡା ଜିଲ୍ଲାରେ ମାଛିଲ ସେକ୍ଟର ନିକଟରେ ଯବାନଙ୍କ ଉପରକୁ ହମଲା କରିଥିଲେ ପାକିସ୍ତାନ ବର୍ଡର ଆକ୍ସନ ଟିମ ବା ବାଟ୍ ର ଆତଙ୍କବାଦୀ। ଯାହାର କଡା ଜବାବ ଦେଇଛନ୍ତି ଭାରତୀୟ ସେନା। ଯେଉଁଥିରେ ଜଣେ ଆତଙ୍କବାଦୀ ନିହତ ହୋଇ ଥିବାବେଳେ ଆମର ୫ ଜଣ ଯବାନ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇ ଯବାନଙ୍କ ଅବସ୍ଥା ଗୁରୁତର ଥିବା ବେଳେ ପରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ଯବାନ ଶହୀଦ ହୋଇଛନ୍ତି।

Leave A Reply

Your email address will not be published.