ପ୍ରମୁଖ ଖବର

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ
ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ
ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା: ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ
ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି

ଭାଜପାରେ ଯୋଗ ଦେଲେ ମମତା ମହାନ୍ତ

0

ନୂଆଦିଲ୍ଲୀ: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।

ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଥିଲେ ଅନ୍ୟତମ। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ପର୍ଯ୍ୟନ୍ତ ଥିଲା।

Leave A Reply

Your email address will not be published.