ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

0

ବଲାଙ୍ଗୀର: ବଲାଙ୍ଗୀରରେ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଦ୍ୱାରା ଧାର୍ଯ୍ୟ ହେଲା ଲଗ୍ନ । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ସେପ୍ଟେମ୍ବର ୮ ତାରିଖ ରବିବାର ଲାଗିହେବ ନବାନ୍ନ।
ବିଶୁଦ୍ଧ ତୁଳା ଲଗ୍ନେ ଶୁଭବେଳା ଦିନ ୯ ଘଣ୍ଟା ୩୫ ମିନିଟରୁ ୧୦ ଘଣ୍ଟା ୭ ମିନିଟ ମଧ୍ୟରେ ଲାଗି ହେବ ନବାନ୍ନ । ମା’ଙ୍କ ପାଖେ ନବାନ୍ନ ଲାଗି ହେବା ପରେ ନୂଆ ଖାଇବେ ଲୋକ। ପାଟଣା ଷ୍ଟେଟ ତଥା ମହାରାଜାଙ୍କ ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମାଁ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଆନୁଯାଇ ଧାର୍ଯ୍ୟ ହୋଇଛି ଲଗ୍ନ। ଏନେଇ ସୂଚନା ଦେଇଛନ୍ତି ରାଜ ପୁରୋହିତ ସନ୍ତୋଷ କୁମାର ଦାସ ।

Leave A Reply

Your email address will not be published.