ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଆସନ୍ତା ୪୮ ଘଣ୍ଟାରେ କିପରି ରହିବ ପାଣିପାଗ

0

ଭୁବନେଶ୍ବର: ଉତ୍ତର ପଶ୍ଚିମ ଭାରତ ଉପରେ ଥିବା ଅବପାତ କ୍ଷେତ୍ର ରୁ ଏକ ଟ୍ରପ ରେଖା ଉତ୍ତର ଓଡ଼ିଶା ଯାଏଁ ବିସ୍ତାରିତ ହୋଇଛି।

ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ଅନେକ ଅଞ୍ଚଳ ରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ପଶ୍ଚିମ ଓଡ଼ିଶା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.