ପ୍ରମୁଖ ଖବର

‘ସେମିକନ୍‌ ଇଣ୍ଡିଆ ୨୦୨୫’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସୁଦାନରେ ଭୂସ୍ଖଳନ ; ମାଟିରେ ମିଶିଗଲା ପୂରା ଗାଁ, ୧୦୦୦ ଲୋକଙ୍କ ମୃତ୍ୟୁ
ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ
ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ଉଦ୍ଧାର
ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଆର୍‌ଏସ୍‌ରୁ କେ.କବିତା ସସ୍‌ପେଣ୍ଡ
୪ କୋଟି ଟଙ୍କା ହେରଫେର୍‌ ମାମଲାରେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ଗିରଫ
ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ, ୪ ଗିରଫ
ଥାନାରେ ନାବାଳିକା ଫିନାଇଲ୍ ପିଇବା ଘଟଣା: ପୁରୁଷ ବନ୍ଧୁ ଗିରଫ
ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

ଅରୁଣ ସାହୁଙ୍କୁ ହାଇକୋର୍ଟଙ୍କ ନୋଟିସ୍

0

ଭୁବନେଶ୍ବର: ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ପାଇଁ ବଢ଼ିଲା ଅଡ଼ୁଆ। ବିଧାୟକଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ। ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ଅଭିଯୋଗରେ ତାଙ୍କୁ ଏହି ନୋଟିସ୍‌ ଜାରି ହୋଇଥିବା ଜଣାପଡ଼ିଛି। ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ନେଇ ଅରୁଣ ସାହୁଙ୍କ ବିରୋଧରେ ବିଜେପି ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ମାମଲାକୁ ଗ୍ରହଣ କରି ଏବେ ଅରୁଣ ସାହୁଙ୍କୁ ନୋଟିସ୍ ଜାରି କରିଛନ୍ତି ଉଚ୍ଚ ନ୍ୟାୟାଳୟ। ଆସନ୍ତା ଅଗଷ୍ଟ ୨୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Leave A Reply

Your email address will not be published.