ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ୫ଟି ଚାର୍ଟର ଓ ମୋ ସରକାର

0

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ଫାଇଭ୍ -ଟି ଚାର୍ଟର। ଫାଇଭ୍ -ଟି ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି ଆବଶ୍ୟକତା ନଥିବା ଦର୍ଶାଇ ରାଜ୍ୟ ସରକାର ଫାଇଭ୍ -ଟି ଚାର୍ଟର ହଟାଇଛନ୍ତି। ୨୦୧୯-୨୦ ପୂର୍ବରୁ ପ୍ରଚଳିତ ଫର୍ମାଟକୁ ପୁଣି ଥରେ ପ୍ରଚଳନ ପାଇଁ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Leave A Reply

Your email address will not be published.