ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା

0

ଭୁବନେଶ୍ବର: ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଆସିବେ ନଡ୍ଡା। ଆସନ୍ତା ୧୭ ଓ ୧୮ ଦୁଇ ଦିନ ଧରି ବିଧାନସଭାରେ ଚାଲିବ ବିଧାୟକଙ୍କ ତାଲିମ୍‌ କର୍ମଶାଳା। ଜେପି ନଡ୍ଡା ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେବେ। । ନବାଗତ ବିଧାୟକଙ୍କୁ ଗୁରୁମନ୍ତ୍ର ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ।

ନଡ୍ଡାଙ୍କ ପୂର୍ବରୁ ଅଗଷ୍ଟ ୧୭ ତାରିଖରେ ଦିନିକିଆ ଗସ୍ତରେ ଆସି ବିଧାୟକଙ୍କୁ ଟ୍ରେନିଂ ଦେବେ କେନ୍ଦ୍ରୀୟ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ସେହିପରି ବିରୋଧୀ ଦଳର ବିଧାୟକମାନଙ୍କୁ ମଧ୍ୟ ଗୃହ ପରିଚାଳନା ପାଇଁ ଟିପ୍ସ ଦେବା ସହ ବିଧାନସଭା ଆଇନ କାନୁନ ସଂପର୍କରେ ଅବଗତ କରାଇବେ ଦୁଇ କେନ୍ଦ୍ରମନ୍ତ୍ରୀ।

ଏହା ପୂର୍ବରୁ ଆସନ୍ତା ୧୬ ତାରିଖରେ ରାଜ୍ୟ ବିଜେପି ପକ୍ଷରୁ ବସୁଛି କୋର କମିଟି ବୈଠକ। ଓଡିଶାର ଶାସନ ଭାର ସମ୍ଭାଳିବା ପରେ ଦଳର ଏହା ହେବ ପ୍ରଥମ କୋର୍ କମିଟି ବୈଠକ। ଏଥିରେ କ୍ଷତ୍ରୀୟ ପ୍ରଭାରୀ ସୁନୀଲ ବଂଶଲଙ୍କ ସହ ଦୁଇ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର ଏବଂ ଲତା ଉସେଣ୍ଡୀ ଉପସ୍ଥିତ ରହିବେ।

Leave A Reply

Your email address will not be published.