ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏସ୍‌ସିବିରେ ମହିଳା ରୋଗୀଙ୍କୁ ଅସଦାଚରଣ କଲେ ଜୁନିଅର ଡାକ୍ତର

0

କଟକ: କଟକ ଏସ୍‌ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏସ୍‌ସିବି ମେଡିକାଲରେ ଜଣେ ମହିଳା ରୋଗୀଙ୍କୁ ନିଶା ଦେଇ ଜଣେ ଜୁନିଅର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ରୋଗୀ ଜଣକ କାର୍ଡିଓଲୋଜି ବିଭାଗକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଇକୋ ପରୀକ୍ଷା ସମୟରେ ତାଙ୍କୁ ନିଶା ଦେଇ ଅସଦାଚରଣ କରାଯାଇଛି। ଅନ୍ୟପକ୍ଷେ ଅଭିଯୁକ୍ତ ଜୁନିଅର ଡାକ୍ତର ଜଣକ ନିସ୍ତୁକ ମାଡ଼ ଖାଇ ବର୍ତ୍ତମାନ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏନେଇ ମଙ୍ଗଳାବାଗ ଥାନାରେ ଅଭିଯୋଗ ପରେ ଏକ ମାମଲା ରୁଜୁ ହୋଇଛି।

ସୂଚନାଯୋଗ୍ୟ, ଗତ ରବିବାର ଏସସିବି କାର୍ଡିଲୋଜି ବିଭାଗରେ ଇସିଜି ଓ ଇକୋ ପାଇଁ ଜଣେ ମହିଳା ଡାକ୍ତର ଆସିଥିଲେ। ସେଠାରେ ଥିବା ଜଣେ ଜୁନିଅର ଡାକ୍ତର ଜଣକ ତାଙ୍କର ବିଭିନ୍ନ ପରୀକ୍ଷା କରାଇଥିଲେ। ହେଲେ ଇକୋ କରିବା ସମୟରେ ଆନେସ୍ଥେସିଆ ଦେଇ ଜୁନିଅର ଡାକ୍ତର ତାଙ୍କୁ ଅସଦାଚରଣ କରିଥିଲେ।

Leave A Reply

Your email address will not be published.