ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ଅଲଗା ହେବ ରାଜ୍ୟର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟଳୟ

0

ଭୁବନେଶ୍ବର: ୭୮ତମ ସ୍ୱାଧୀନତା ଦିବସ ଅବସରରେ ଉଚ୍ଚଶିକ୍ଷା ମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ଅଲଗା ହେବ ରାଜ୍ୟର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟଳୟ। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି।

ରାଜ୍ୟରେ ବିଜେପି ସରକାର ଆସିବା ପରେ ବହୁ ପରିବର୍ତ୍ତନ ହୋଇଛି। ଏବେ ଶିକ୍ଷାନୀତିରେ ମଧ୍ୟ ବଡ ପରିବର୍ତ୍ତନ ହେବ। ଉଚ୍ଚଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ରାଜ୍ୟର ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ +୨ ଓ +୩ ଅଲଗା ହେବ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗୁରୁବାର ଦିନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.