ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ରାଜନୀତିରେ ପାଦ ଦେଲେ ରବୀନ୍ଦ୍ର ଜାଡେଜା

0

ନୂଆଦିଲ୍ଲୀ: ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଭାରତୀୟ କ୍ରିକେଟ୍‌ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗର ବିଧାୟିକା ତଥା ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଗୁରୁବାର ଏକ୍ସ ଜରିଆରେ ଏନେଇ ସୂଚନା ଦେଇଛନ୍ତି।
ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ହେଉଛନ୍ତି ବିଜେପିର ଗୁଜରାଟ ବିଧାୟକ। ପୂର୍ବରୁ ଜାଡେଜାଙ୍କୁ ତାଙ୍କ ପତ୍ନୀ ରିବାବା ଜାଡେଜାଙ୍କ ସହ ଅନେକ ଥର ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ଅନେକ ରୋଡ ଶୋ’ରେ ମଧ୍ୟ ଦେଖିବାକୁ ମିଳିଥିଲା । ତାଙ୍କ ପରେ ଏବେ ଜାଡେଜା ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି।

Leave A Reply

Your email address will not be published.