ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ

0

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ। ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ। ଧରାପଡ଼ିବା ପରେ ଏମଭିଆଇଙ୍କ ୫ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ।

ସୂଚନା ଅନୁସାରେ, ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକ ନିକଟରେ ତାଙ୍କୁ ଭିଜିଲାନ୍ସ ଟିମ୍ ଧରିଛନ୍ତି । ଧରାପଡିଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ବିନୟ । ଉକ୍ତ ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ କରାଯାଉଛି । ଧରାପଡ଼ିବା ପରେ ଏମ୍‌ଭିଆଇଙ୍କ ୫ଟି ସ୍ଥାନରେ ରେଡ୍‌ କରୁଛି ଭିଜିଲାନ୍ସ ।

Leave A Reply

Your email address will not be published.