ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ

ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ

0

ଭୁବନେଶ୍ବର: ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ। ଟି ଭି ସୋମନାଥନଙ୍କ ସ୍ଥାନରେ ତୁହିନକାନ୍ତଙ୍କୁ ମିଳିଲା ବଡ ଦାୟିତ୍ୱ। ୧୯୮୭ ବ୍ୟାଚର ଆଇଏଏସ ଅଫିସର ତୁହିନକାନ୍ତ ପାଣ୍ଡେ। ଓଡ଼ିଶା ସରକାରଙ୍କ ପ୍ରମୁଖ ସଚିବ ଭାବେ ତୁହିନକାନ୍ତ କାମ କରିଛନ୍ତି।

୨୦୧୯ ଅକ୍ଟୋବରରୁ କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ଇନଭେଷ୍ଟମେଣ୍ଟ ଆଣ୍ଡ୍ ପବ୍ଲିକ୍ ଆସେଟ୍ ମ୍ୟାନେଜମେଣ୍ଟ ବିଭାଗର ସଚିବ ଅଛନ୍ତି ତୁହିନକାନ୍ତ। ଓଡ଼ିଶା ସରକାରଙ୍କ ପ୍ରମୁଖ ସଚିବ ଭାବେ ଦାୟିତ୍ବ ତୁଲାଇବା ପୂର୍ବରୁ ସେ ଓଡ଼ିଶା ଷ୍ଟେଟ୍ ଫାଇନାନ୍ସ କର୍ପୋରେସନର ଏକ୍ଜିକ୍ୟୁଟିଭ୍ ଡାଇରେକ୍ଟର, ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ଏମଡି ଏବଂ ସମ୍ବଲପୁର ଜିଲ୍ଲାପାଳ ଭାବେ ଦାୟିତ୍ଵ ତୁଲାଇଥିଲେ। ପ୍ଲାନିଂ କମିଶନ ଯୁଗ୍ମ ସଚିବ ଭାବେ ମଧ୍ୟ ଦାଇତ୍ୱ ତୁଲାଇଛନ୍ତି ତୁହିନକାନ୍ତ।

Leave A Reply

Your email address will not be published.