ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ

0

ଭୁବନେଶ୍ବର: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ ଦିଆଯିବ। ଅଧିକ ସୂଚନା ପାଇଁ ପ୍ରାର୍ଥୀମାନଙ୍କୁ http://opsc.gov.in ରେ ଆୟୋଗର ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.