ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲାଗୁ ହେବ କାମଧେନୁ ଯୋଜନା

0

ଭୁବନେଶ୍ବର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା l ସେହିପରି ଗାଈଗୋରୁଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା ଯୋଜନା ଓ ବୁଲା ଗାଈଗୋରୁଙ୍କ ଲାଗି ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନା ଲାଗୁ କରାଯିବ l

ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ ଆରମ୍ଭ କରାଯିବ। ଏହି ଯୋଜନା ଅଧୀନରେ ପ୍ରତିବର୍ଷ ୨,୦୦୦ ହିତାଧିକାରୀଙ୍କୁ ୨ଟି କ୍ରସ୍‌ବ୍ରିଡ୍‌ ଗାଈ ରଖିବା ପାଇଁ କ୍ଷୁଦ୍ର ଦୁଗ୍ଧ ୟୁନିଟ୍‌ ପ୍ରତିଷ୍ଠା କରାଯିବ। ଏଥିସହ ୨୦ ହଜାର ଦୁଗ୍ଧ ଚାଷୀଙ୍କୁ ରିହାତିରେ ବାଛୁରୀ ଖାଦ୍ୟ ଯୋଗାଇଦିଆଯିବ। ୧ ଲକ୍ଷ ଚାଷୀ ଦୁଧିଆଳୀ ଗାଈର ବୀମା ପାଇଁ ସହାୟତା ପାଇବେ।

Leave A Reply

Your email address will not be published.