ପାରାଦୀପ: ପାରାଦୀପ ବନ୍ଦରର ଏମପିବି ବର୍ଥରେ ଅଘଟଣ। ବର୍ଥ ଉପରେ ଥାଇ ଲୋଡିଂ କରୁଥିବା ଏକ ସୋର୍ କ୍ରେନ୍ ଅଧାରୁ ଛିଡି ପଡିଛି। ଫଳରେ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ ‘ଏମଭି ଆମସୀ ମ୍ୟାକ୍ସିମସ’ରୁ ଚୂନପଥର ଅନଲୋଡିଂ କରୁଥିଲା।ଏହି ସମୟରେ କ୍ରେନର ବୁମ୍ ଗ୍ରାଫଟି ଭାଙ୍ଗି ଯାଇଥିଲା। ଏହି ଅଘଟଣରେ କ୍ରେନ ଅପରେଟର ଆହତ ହୋଇଥିଲେ। ଏଥିସହ ବୁମ୍ ଗ୍ରାଫ୍ ଭାଙ୍ଗି ଜାହାଜ ଉପରେ ପଡି ସମୁଦ୍ର ପାଣିକୁ ଖସି ପଡିଥିଲା।
ପ୍ରମୁଖ ଖବର
ପୁଲିସ ଏନକାଉଣ୍ଟରରେ ଜଣେ ମାଓବାଦୀ ନିପାତ, ଗୁରୁତର ଯବାନ ଡାକ୍ତରଖାନାରେ ଭର୍ତ୍ତି
ମଦ ଦୁର୍ନୀତି ମାମଲାରେ ଶୁଣାଣି ସ୍ଥଗିତ ରଖିବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ
ବାୟୁ ପ୍ରଦୂଷଣ ଯୋଗୁଁ ବଦଳିଲା ସରକାରୀ କର୍ମଚାରୀଙ୍କ ଯିବା ଆସିବା ସମୟ
୬ମାସ ବଢିଲା ରାଜ୍ୟର ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ
ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ
ପଳାଶୁଣି ଛକରେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ
ପାକିସ୍ତାନରେ ଆତଙ୍କୀ ହମଲା; ୩୮ ମୃତ, ୨୯ ଆହତ
ଖଣ୍ଡଗିରି ବାରିସ୍ଥିତ ବିବାଦୀୟ ବୈକୁଣ୍ଠଧାମ୍ ଆଶ୍ରମ ଶୁକ୍ରବାର ଦିନ ପୂର୍ବାହ୍ଣରେ ଭଙ୍ଗାଯିବ, ବୈକୁଣ୍ଠଧାମ ଆଶ୍ରମ ଭାଙ୍ଗିବା ନେଇ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିଛି
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ: ବନ୍ଧା ହେଲେ ୧୦ ଅଭିଯୁକ୍ତ
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଖାଦ୍ୟ ଯୋଗାଣ ଅଧିକାରୀ (ସିଏସ୍ଓ) ସୁରେଶ କୁମାର ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ