ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଆଜି ଶ୍ରୀନଗରର ରାଜ ଭବନ ଯାଇ ସେଠାରେ ସେ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟିଛନ୍ତି । ସେଠାରେ ସେ ମନୋଜ ସିହ୍ନାଙ୍କୁ କଂଗ୍ରେସ, ସିପିଆଇ(ଏମ୍), ଆମ୍ ଆଦମୀ ପାର୍ଟି ଏବଂ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି । ଜମ୍ମୁ-କଶ୍ମୀରରେ ସରକାର ଗଠନ ପାଇଁ ସେ ଉପରାଜ୍ୟପାଳଙ୍କୁ ଶପଥ ଗ୍ରହଣ ସମାରୋହର ତାରିଖ ସୁନିଶ୍ଚିତ କରିବାକୁ ଅନୁରୋଧ କରିଛନ୍ତି ବୋଲି ଓମାର ଅବଦୁଲ୍ଲା କହିଛନ୍ତି ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ