ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ କୁଡୁଆ

0

ପୁରୀ: ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ବଡ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ମିଳିବ । ଏନେଇ ରାଜ୍ୟ ସରକାର ଯୋଜନା କରୁଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଭକ୍ତଙ୍କୁ ମାଗଣା ଅବଢ଼ା ଦେବାକୁ ବ୍ୟବସ୍ଥା କରାଯାଉଛି। ପ୍ରତିଦିନ ଶ୍ରୀମନ୍ଦିରକୁ ଲକ୍ଷାଧିକ ଭକ୍ତ ଆସୁଥିବା ବେଳେ ସମସ୍ତଙ୍କୁ ମାଗଣା ମହାପ୍ରସାଦ ଦେବାକୁ ଚେଷ୍ଟା କରାଯାଉଛି। ମାଗଣା ମହାପ୍ରସାଦ କୁଡୁଆ ଯୋଗାଇଦେବା ବାବଦରେ ବର୍ଷକୁ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ସରକାରଙ୍କ ଉପରେ କୌଣସି ଚାପ ନପକାଇ ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.