ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଇସ୍ତଫା ଦେଲେ ଓମାର ଅବଦୁଲ୍ଲା

0

ବଡ଼ଗାମ: ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ବଡ଼ଗାମ ବିଧାନସଭା ନିର୍ବାଚନମଣ୍ଡଳୀରୁ ଇସ୍ତଫା ଦେଇଛନ୍ତି। ପ୍ରୋଟେମ ସ୍ପିକର୍‌ ମୁବାରକ ଗୁଲ ଏହି ଘୋଷଣା କରିଛନ୍ତି। ଓମାର ପାରିବାରିକ ଗଡ଼ ଗାନ୍ଦରବଲ ଆସନରୁ ନିଜ ପାଖରେ ରଖିଛନ୍ତି।

ଏହି ଅବସରରେ ମୁବାରକ ଗୁଲ ବିଧାନସଭାର ସଦସ୍ୟମାନଙ୍କୁ ସୂଚନା ଦେଇଛନ୍ତି ଯେ, ଓମାର ଅବଦୁଲ୍ଲା ବଡ଼ଗାମରୁ ତାଙ୍କ ପଦ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି ଏବଂ ସ୍ପଷ୍ଟ କରିଛନ୍ତି, ସେ ଗାନ୍ଦରବଲ ଉପରେ ଧ୍ୟାନ ଦେବାକୁ ଚାହୁଁଛନ୍ତି। ଗାନ୍ଦରବଲ ଆସନରୁ ତାଙ୍କର ବିଜୟ ତାଙ୍କ ରାଜନୈତିକ ସ୍ଥିତିକୁ ମଜଭୁତ କରିଥିବାବେଳେ ବଡ଼ଗାମରୁ ଇସ୍ତଫା ରାଜ୍ୟ ରାଜନୀତିରେ ଏକ ନୂଆ ମୋଡ଼ ଆଣିଛି।

Leave A Reply

Your email address will not be published.