ମହାରାଷ୍ଟ୍ର: ମହାରାଷ୍ଟ୍ରର ଗଡ଼ଚିରୋଲି ପୋଲିସକୁ ମିଳିଛି ବଡ ସଫଳତା। ମହାରାଷ୍ଟ୍ରର ଗଡ଼ଚିରୋଲି ଭାମରାଗଡ ତହସିଲ ଅନ୍ତର୍ଗତ କୋପରଶୀରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୫ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ଗଡ଼ଚିରୋଲିର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ସି୬୦ କମାଣ୍ଡୋ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।
ସୂଚନା ମୁତାବକ, ଭାମରାଗଡର କୋପରି ଜଙ୍ଗଲରେ ପୁଲିସ ଓ ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଏହି ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ନେଇ ପୁଲିସକୁ ଗୁଇନ୍ଦା ସୂଚନା ମିଳିବାପରେ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା। ସି୬୦ କମାଣ୍ଡୋର ୬୦ଟି ଫୋର୍ସ ଏଥିରେ ସାମିଲ ଅଛନ୍ତି।
ପ୍ରମୁଖ ଖବର
ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର