ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ

0

ନୂଆଦିଲ୍ଲୀ: ରେଲୱେର ବଡ ସୂଚନା। ବାତ୍ୟା ପାଇଁ ବ୍ୟାପକ ଟ୍ରେନ୍‌ ବାତିଲ ଘୋଷଣା କଲା ରେଲୱେ। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଯିବା ଟ୍ରେନ ୮୫ ଏବଂ ଆସିବା ଟ୍ରେନ ୯୩ଟି ରହିଛି। ସେ ସବୁ ଟ୍ରେନ୍‌ ମଧ୍ୟରୁ ହାୱଡ଼ା-ସିକନ୍ଦରାବାଦ, ସାଲିମାର-ପୁରୀ, ନୂଆଦିଲ୍ଲୀ-ଭୁବନେଶ୍ବର ବାତିଲ ହୋଇଛି।

ସେହିପରି ହାୱଡ଼ା-ଭୁବନେଶ୍ୱର, ହାୱଡ଼ା-ପୁରୀ, ନୂଆଦିଲ୍ଲୀ-ପୁରୀ ବାତିଲ ହୋଇଛି।ଖଡ଼ଗପୁର-ଖୋର୍ଦ୍ଧା, ସମ୍ବଲପୁର-ପୁରୀ, ରାଉରକେଲା-ଭୁବନେଶ୍ବର ମଧ୍ୟ ବାତିଲ ହୋଇଛି। ସିକନ୍ଦରାବାଦ-ଭୁବନେଶ୍ୱର, ପୁଡୁଚେରୀ-ହାୱଡ଼ା, ପୁଡୁଚୋରୀ-ଭୁବନେଶ୍ୱର ଟ୍ରେନ୍‌ ମଧ୍ୟ ବାତିଲ ହୋଇଛି।

Leave A Reply

Your email address will not be published.