ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ବାତ୍ୟା ପାଇଁ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ

0

କଟକ: ବାତ୍ୟା ପାଇଁ ବଡ଼ ନିଷ୍ପତ୍ତି ନେଲା ଓଡ଼ିଶା ଲୋକସେବା ଆୟୋଗ। ବାତ୍ୟା ଦାନା ପାଇଁ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ ରଖିଲା ଓଡ଼ିଶା ଲୋକସେବା ଆୟୋଗ। ଆସନ୍ତା ୨୭ ତାରିଖରେ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ହେବାର ଥିଲା। କିନ୍ତୁ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ତେବେ ୭ ଦିନ ପରେ ନୂଆ ତାରିଖ ଧାର୍ୟ୍ୟ ହେବ ବୋଲି ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.