ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଦାନା ପ୍ରଭାବରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା

0

ଭୁବନେଶ୍ବର: ଦାନା ପ୍ରଭାବ ରେ ଆସନ୍ତା ୧୮ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଯାଜପୁର, କେଉଁଝର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଜିଲ୍ଲା ର ଅଧିକାଂଶ ଅଞ୍ଚଳ ରେ ବର୍ଷା ସହ ବିଭିନ୍ନ ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା। କିଛି ଅଞ୍ଚଳ ରେ ଅତ୍ୟନ୍ତ ପ୍ରବଳ ବର୍ଷା (୨୦ସେମି +) ହେବାର ସମ୍ଭାବନା ରହିଛି।

ସେହିପରି ଉତ୍ତର ଉପକୂଳ ଓଡ଼ିଶା ରେ ପବନ ର ବେଗ ଘଣ୍ଟା ପ୍ରତି ୧୦୦-୧୧୦କିମି/ଘଣ୍ଟା ରହିପାରେ। ଦକ୍ଷିଣ ଉପକୂଳ ଓଡ଼ିଶା ରେ ୭୦-୮୦କିମି/ଘଣ୍ଟା ରହିବ। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଉପକୂଳ ନିକଟସ୍ଥ ସମୁଦ୍ର ରେ ସ୍ଵାଭାବିକ ଜୁଆର ଠାରୁ ଅଧିକ ୧.୫ ରୁ ୨ମିଟର ଯାଏଁ ଜୁଆର ଉଠିବାର ସମ୍ଭାବନା।

Leave A Reply

Your email address will not be published.