ପ୍ରମୁଖ ଖବର

ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ, ଜାଣନ୍ତୁ କଣ ହେବ ପରିବର୍ତ୍ତନ
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍, କଠୋର ଦଣ୍ଡବିଧାନକୁ ମଞ୍ଜୁରି
ଇଣ୍ଡିଆନ୍ ଆଇଡଲ୍-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ରାଜ୍ୟପାଳଙ୍କ ସମ୍ବର୍ଦ୍ଧନା
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
ଇଥାନଲ୍ ବିବାଦ: ୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ

ସ୍ୱାଭାବିକ ହେଲା ଭୁବନେଶ୍ୱର ବିମାନସେବା

0

ଭୁବନେଶ୍ବର: ସ୍ୱାଭାବିକ ହେଲା ଭୁବନେଶ୍ବରରେ ବିମାନସେବା। ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ବାତ୍ୟା ପାଇଁ କାଲି ସନ୍ଧ୍ୟା ୫ଟାରୁ ଉଡ଼ାଣ ବାତିଲ ହୋଇଥିଲା। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ପରେ ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବା ନେଇ ସୂଚନା ମିଳିଛି।
ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା। ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ବାତ୍ୟା ପାଇଁ କାଲି ସନ୍ଧ୍ୟା ୫ଟାରୁ ଉଡ଼ାଣ ବାତିଲ ହୋଇଥିଲା। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ପରେ ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବା ନେଇ ସୂଚନା ମିଳିଛି।

Leave A Reply

Your email address will not be published.