ପ୍ରମୁଖ ଖବର

ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।
ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ମହାପ୍ରଭୁଙ୍କ ଅଧୀନକୁ ଆସିବ ଏମାର ମଠର ରୁପା ଇଟା
କୁହୁଡି ଯୋଗୁ ୩ ମାସ ପାଇଁ ବାତିଲ ହେଲା ୨୪ ଟ୍ରେନ
ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର

ବ୍ରତ ପାଇଁ ଆସିଥିବା ହବିଷ୍ୟାଳୀଙ୍କ ମୃତ୍ୟୁ

0

ପୁରୀ: ପୁରୀକୁ ହବିଷବ୍ରତ କରିବାକୁ ଆସିଥିବା ଜଣେ ହବିଷ୍ୟାଳୀଙ୍କ ମୃତ୍ୟୁ ହୋଇଛି। ବୃନ୍ଦାବତୀ ନିବାସରେ ରହୁଥିବା ରତ୍ନମଣୀ ମଙ୍ଗରାଜ ପ୍ରାୟ ୬୯ ବର୍ଷ ବୟସରେ ମୃତ୍ୟୁ ହୋଇଛି।

ସୂଚନା ଅନୁସାରେ ଆଜି ସକାଳ ସମୟରେ ଅସୁସ୍ଥତା କାରଣରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭକରାଯାଇଥିଲା। ସେ ଦୁର୍ବଳ ଅନୁଭବ କରିବ ସହିତ ପେଟ ଓ ଛାତି ଯନ୍ତ୍ରଣା ହେଉଥିବା କହିଥିଲେ। ତାଙ୍କର ପେଟରେ ଯନ୍ତ୍ରଣା ସହ ବାନ୍ତି ମଧ୍ୟ ହେଉଥିଲା। ରାତି ୮ ଟା ସମୟରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ଖରାପ ହେବାରୁ ଆବଶ୍ୟକୀୟ ଚିକିତ୍ସା ଯୋଗାଇ ଦିଆଯାଇଥିଲା। ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Leave A Reply

Your email address will not be published.