ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

0

ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ସିଏମ। ନଭେମ୍ବର ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଉତ୍କର୍ଷ ଓଡ଼ିଶା – ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସିଙ୍ଗାପୁରରେ ହେବ ରୋଡ ସୋ। ଏହି ଗସ୍ତକାଳରେ ସେ ରୋଡ ସୋ’ କରିବେ। ଏଥି ସହିତ ନିବେଶକମାନଙ୍କ ସହିତ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଏହି ଗସ୍ତ କାଳରେ ତାଙ୍କ ସହିତ ଶିଳ୍ପମନ୍ତ୍ର ସଂପଦ ସ୍ବାଇଁ ଓ ରାଜ୍ୟ ସରକାରଙ୍କର କିଛି ବରିଷ୍ଠ ଅଧିକାରୀ ରହିବେ। 

Leave A Reply

Your email address will not be published.