ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଭୁବନେଶ୍ୱର ବିମାନରେ ବୋମା ଆତଙ୍କ

0

ଭୁବନେଶ୍ୱର: ଭୁବନେଶ୍ୱର ବିମାନରେ ବୋମା ଆତଙ୍କ। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ। ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନକୁ ଜରୁରୀ ଅବତରଣ କରାଯାଇଛି।

ଗତ କିଛି ଦିନ ହେବ ଲଗାତାର ଭାବେ ଅନେକ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳୁଛି। ଯାହାକୁ ନେଇ ଯାତ୍ରୀ ମାନଙ୍କ ମଧ୍ୟରେ ଏକ ପ୍ରକାର ଭୟ ଦେଖାଦେଉଥିବାବେଳେ, ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀମାନେ। ତେବେ ଆଜିର ଏହି ବୋମା ଆତଙ୍କ ଥିବାନେଇ ବିମାନର ଜରୁରୀ ଅବତରଣ ପରେ ସୁରକ୍ଷାକର୍ମୀମାନେ ବିମାନର ଯାଞ୍ଚ କରିବା ଆରମ୍ଭ କରିଥିବାବେଳେ କୌଣସି ବୋମା ନଥିବା ଜଣାପଡିଛି। ଅନ୍ୟପଟେ ସମସ୍ତ ଯାତ୍ରୀମାନେ ସୁରକ୍ଷିତ ଥିବା ମଧ୍ୟ ଜଣା ପଡିଛି।

Leave A Reply

Your email address will not be published.