ବଲାଙ୍ଗିରୀ: ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଶୁକ୍ରବାର ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରାୟ ୭ ଲକ୍ଷ ୩୦ ହଜାର ଟଙ୍କା ସହ ଲ୍ୟାପ୍ଟପ୍ ଓ ବ୍ୟାଙ୍କ ଚେକ୍ ଲୁଟି ନେଲେ ଦୁର୍ବୃତ୍ତ। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍ରେ ଯିବା ବେଳେ ଏହି ଲୁଟ୍ର ଶିକାର ହୋଇଛନ୍ତି।
ମୁରିବାହାଲ ଥାନା ପଟ୍ଟାମରା-ହଳଦି ରାସ୍ତାରେ ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍ରେ ଯିବାବେଳେ ୨ରୁ ଅଧିକ ଦୁର୍ବୃତ୍ତ ଏକ ବାଇକ୍ରେ ଆସି ତାଙ୍କ ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ୩୦ ହଜାର ଟଙ୍କା ସହ ଲ୍ୟାପ୍ଟପ୍ ଓ ବ୍ୟାଙ୍କ ଚେକ୍ ଲୁଟିନେଇଛନ୍ତି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା