ପ୍ରମୁଖ ଖବର

ବିଶ୍ୱର ତୃତୀୟ ବୃହତ୍ତମ ଅଟୋମୋବାଇଲ୍ ବଜାର ଭାରତ: ଗଡ଼କରୀ
ଉଚ୍ଚ ସମୁଦ୍ର ମତ୍ସ୍ୟ ଆହରଣକୁ ମିଳିଲା ପ୍ରୋତ୍ସାହନ
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି, ୨୧ରେ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ
ଖୋଲିଲା ହୀରାକୁଦର ୧୦ଟି ଗେଟ୍ , ମହାନଦୀକୁ ଛଡ଼ାଗଲା ବନ୍ୟାଜଳ
ଭିଡ଼ ନିୟନ୍ତ୍ରଣ ପାଇଁ ରଥଯାତ୍ରାରେ ଅଧା ହେଲା ଭିଆଇପି କର୍ଡନ୍ ପାସ୍

ପଦ୍ମ ପୁରସ୍କାର ପ୍ରାପ୍ତଙ୍କୁ ମାସିକ ମିଳିବ ୩୦ ହଜାର ଟଙ୍କା

0

ଭୁବନେଶ୍ବର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କୁ ମାସିକ ୩୦ ହଜାର ଟଙ୍କା ପ୍ରଦାନ କରାଯିବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।

ସରକାରୀ ସୂତ୍ର ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମଓ) ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ଜୀବିତ ଥିବା ୫୫ଜଣ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ସମ୍ମାନିତ ହେବେ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଦୁଇ କୋଟି ଟଙ୍କା ଖର୍ଚ୍ଚ ବହନ କରିବେ। ପୂର୍ବ ବିଜେଡି ସରକାର ଚଳିତ ବର୍ଷ ମାର୍ଚ୍ଚ ମାସରେ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ମାସିକ ୨୫ ହଜାର ଟଙ୍କା ପ୍ରଦାନ ପାଇଁ ଘୋଷଣା କରିଥିଲେ।

Leave A Reply

Your email address will not be published.