ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଆବାସିକ ବିଦ୍ୟାଳୟରୁ ଦଶମ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

କନ୍ଧମାଳ: ଆବାସିକ ବିଦ୍ୟାଳୟରୁ ଦଶମ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏପରି ଏକ ଅଭାବନୀୟ ଘଟଣା କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ଆର. ନୂଆଗାଁସ୍ଥିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟରେ ଘଟିଛି। ମୃତ ଛାତ୍ର ଜଣକ ହେଲେ ବାଲି ସୁଗ୍ରି ଗ୍ରାମର ରସାନନ୍ଦ ମଲ୍ଲିକଙ୍କ ସାନ ପୁଅ ଆନନ୍ଦେଶ୍ୱର ମଲ୍ଲିକ (୧୬)।

ଖବର ଅନୁସାରେ, ଆଜି ସକାଳେ ଆବାସିକ ବିଦ୍ୟାଳୟରେ ଥିବା ଛାତ୍ରମାନେ ଆନନ୍ଦେଶ୍ୱରଙ୍କ ମୃତଦେହ ବାଥରୁମ୍ ରେ ଝୁଲୁଥିବା ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ। ଏହାପରେ ହଷ୍ଟେଲ କର୍ତ୍ତୃପକ୍ଷ ପୋଲିସ କୁ ଖବର ଦେଇଥିଲେ। ପୋଲିସ ପ୍ରାଥମିକ ତଦନ୍ତ ଆରମ୍ଭ କରିବା ସହିତ ମୃତଦେହ କୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାରେ ୨୭/୨୪ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ, ପୁଅ ଆତ୍ମହତ୍ୟା କରିବା ଘଟଣାକୁ ପରିବାର ଲୋକେ ସହଜରେ ଗ୍ରହଣ କରି ପାରୁ ନାହାନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି।

Leave A Reply

Your email address will not be published.