ବିଜାପୁର: ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ସୁବଳ ଦୁଲାରୁ। ବିଜାପୁର ଜିଲା ଜଙ୍ଗଲା ଥାନା ଅଧୀନରେ ଥିବା ପୋଟେନାର ଗ୍ରାମରେ ମାଓବାଦୀମାନେ ଏକ ପ୍ରଜାକୋର୍ଟ କରିଥିଲେ। ଏଥିରେ ଇନ୍ଫର୍ମର ସନ୍ଦେହରେ ଜଣେ ଆଦିବାସୀ ଯୁବକ ସୁବଳଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ବିଜାପୁର ଅତିରିକ୍ତ ଏସ୍ପି ଚନ୍ଦ୍ରକାନ୍ତ ଗଭର୍ନା କହିଛନ୍ତି, ଦୁଲାରୁଙ୍କ ହତ୍ୟା ସମ୍ପର୍କରେ ସୂଚନା ମିଳିଛି। ଯାଞ୍ଚ ପାଇଁ ପୋଲିସ ଟିମ୍ ଘଟଣାସ୍ଥଳକୁ ପଠାଯାଇଛି।
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ