ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା

0

କଟକ: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ।
୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି ୨୭ରେ ଗଣିତ, ମାର୍ଚ୍ଚ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବା ନେଇ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ସକାଳ ୯ଟାରୁ ଦିନ ସାଢେ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍‌ ସମୟ ମିଳିବ।

Leave A Reply

Your email address will not be published.