ପ୍ରମୁଖ ଖବର

୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଉପ ଜିଲ୍ଲାପାଳଙ୍କ  ଘରେ ପଶିଲା ଭିଜିଲାନ୍ସ

0

କାମାକ୍ଷାନଗର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘର ଚଢ଼ାଉ କରିଛି। ୧୦ ଜଣ ଡିଏସପି ଓ ୨ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।

Leave A Reply

Your email address will not be published.