ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ପଳାଶୁଣି ଛକରେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ

0

ଭୁବନେଶ୍ବର: ପଳାଶୁଣି ଛକରେ ଘଟିଛି ହୃଦୟ ବିଦାରକ ଦୁର୍ଘଟଣା। ରାସ୍ତା ପାର୍‌ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ମୃତ ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ଟ୍ରକ୍‌ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ମଞ୍ଚେଶ୍ବର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।

ସୂଚନା ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଗୁରୁବାର ଦିନ ପ୍ରାୟ ୧୦ଟା ୩୦ ଟା ସମୟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି। ମହିଳା ଜଣଙ୍କ ରାସ୍ତା ପାର୍‌ ହୋଉଥିବା ବେଳେ ସାମନା ପଟୁ ଏକ ଟ୍ରକ ଦ୍ରୁତ ଗତିରେ ଆସି ତାଙ୍କ ଉପରେ ମାଡି ଯାଇଥିଲା। ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.