ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ନଭେମ୍ବର ୨୮ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

0

ଝାଡ଼ଖଣ୍ଡ: ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟୀ ହେବା ପରେ ଲଗାତାର ଦ୍ୱିତୀୟ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ହେମନ୍ତ ସୋରେନ। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ତଫା ପତ୍ର ଦେବା ସହ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି।

ଗଙ୍ଗୱାରଙ୍କୁ ଭେଟିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସୋରେନ କହିଛନ୍ତି, “ସରକାର ଗଠନ ପାଇଁ ଦାବି କରିଛି ଏବଂ ରାଜ୍ୟପାଳଙ୍କୁ ସହଯୋଗୀ ଦଳର ସମର୍ଥନ ପତ୍ର ଦେଇଛି। ସେ ଆମକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି। ନଭେମ୍ବର ୨୮ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।”

Leave A Reply

Your email address will not be published.