ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆଗକୁ ଭାରତକୁ ବିପଦ

0

ଵାଶିଂଟନ: ଆସନ୍ତା ନିର୍ବାଚନ ସମୟରେ ଭାରତରେ ବଡ଼ ସାଂପ୍ରଦାୟିକ ହିଂସା ଓ ଆତଙ୍କବାଦୀ ଆକ୍ରମଣ ଘଟିପାରେ । ଆଫଗାନିସ୍ତାନ ମଧ୍ୟ ଏଥିରୁ ମୁକୁଳିପାରିବ ନାହିଁ ।
ଆମେରିକାର ଗୁଇନ୍ଦା ନିର୍ଦେଶକ ଡାନ୍‍ କୋଟ୍‍ସ ଓ ସିଆଇଏ ନିର୍ଦେଶକ ଜିନା ହାସ୍‍ପେଲ୍‍ ଏଭଳି ଚେତାବନୀ ଦେଇଛନ୍ତି । ଏକ ରିପୋର୍ଟରେ କୁହାଯାଇଛି, ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଏ ନେଇ ପୂରା ଦମରେ ଉଦ୍ୟମ ଚଳାଇଛି । ପାକିସ୍ତାନ ଆତଙ୍କବାଦୀଙ୍କ ଭୂସ୍ୱର୍ଗ ପାଲଟି ସାରିଲେଣି । ସେଠାକାର ସରକାର ଏହାକୁ ନିୟନ୍ତ୍ରଣ କରିବା ବଦଳରେ ପ୍ରୋତ୍ସାହନ ଓ ସମର୍ଥନ ଦେଉଛନ୍ତି । ସେହିଭଳି ଏହି ରିପୋର୍ଟ ଆହୁରି କହୁଛି ଯେ ନରେନ୍ଦ୍ର ମୋଦୀ ସରକାର ଯଦି ଆଗାମୀ ଦିନରେ କେବଳ ହିନ୍ଦୁତ୍ୱ କାର୍ଡ ଖେଳି ନିର୍ବାଚନକୁ ଓହ୍ଲାନ୍ତି, ତେବେ ସାଂପ୍ରଦାୟିକ ହିଂସା ସମ୍ଭାବନାକୁ ଏଡାଇ ଦେଇ ହେବ ନାହିଁ ।

Leave A Reply

Your email address will not be published.