ପ୍ରମୁଖ ଖବର

ଦୁବାଇ ଏୟାର ସୋରେ ତେଜସ୍‌ ବିମାନ ଦୁର୍ଘଟଣା ଗ୍ରସ୍ତ, ପାଇଲଟ୍‌ ମୃତ
ନଭେମ୍ବର ୨୫ରେ କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ମେଳା
ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଫୁଲ ତୋଳିବା ବେଳେ ବିଦ୍ୟୁତ ଆଘାତରେ ଯୁବକ ମୃତ
ବାଂଲାଦେଶରେ ଭୂମିକମ୍ପ, ୩ ମୃତ

ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ

0

କେନ୍ଦ୍ରାପଡ଼ା: ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ। ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା।

ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ। ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା।

Leave A Reply

Your email address will not be published.