ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଦୁଇ ମାସରେ ସରିବ ଆବାସ ସର୍ଭେ

0

ଭୁବନେଶ୍ବର: ଦୁଇ ମାସରେ ସରିବ ଆବାସ ସର୍ଭେ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି। ମନ୍ତ୍ରୀମାନେ ଜିଲା ଗସ୍ତ କରିବାବେଳେ ଏହାର ସମୀକ୍ଷା କରୁଛନ୍ତି।

ପୂର୍ବ ସରକାରରେ ଆକ୍ରୋଶମୂଳକ ଭାବେ ତାଲିକାରୁ ବହୁ ଲୋକଙ୍କୁ ବାଦ୍‌ ଦିଆଯାଇଛି। ଏବେ କିନ୍ତୁ କାହାକୁ ବାଦ୍‌ ଦିଆଯିବ ନାହିଁ। ସର୍ଭେକୁ ବିଭାଗ ଅଧିକ ଗୁରୁତ୍ୱ ଦେଉଛି। ସମସ୍ତଙ୍କୁ ଘର ମିଳିବ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ ଶ୍ରୀ ନାଏକ ବିଭାଗୀୟ ଟ୍ରେନରମାନେ ଗାଁ ଗାଁରେ ଲୋକଙ୍କୁ ଡାକି ସଚେତନ କରୁଛନ୍ତି। ଯିଏ ବଞ୍ଚିତ ହୋଇଛନ୍ତି, ଗରିବ ଅଛନ୍ତି, ସେମାନଙ୍କୁ ସାମିଲ କରାଯାଉଛି।

Leave A Reply

Your email address will not be published.