ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ନୂଆବର୍ଷରେ କମିଲା ଏଲପିଜି ଗ୍ୟାସ ଦର

0

ନ୍ୟୁଜ୍ ବ୍ୟୁରୋ: ନୂଆବର୍ଷରେ ନୂଆ ନିୟମ। ବର୍ଷ ଆରମ୍ଭରୁ ଗ୍ରାହକଙ୍କ ପାଇଁ ଖୁସି ଖବର। ବର୍ଷ ବଦଳିବା ସହ ବଦଳିଛି ନିୟମ। କମିଛି ଏଲପିଜି ସିଲିଣ୍ଡର ଦର। କମର୍ସିଆଲ ସିଲିଣ୍ଡର ଦର କମ ହୋଇଛି । ୧୪ କିଲୋଗ୍ରାମର ଘରୋଇ ସିଲିଣ୍ଡର ଦର ସ୍ଥିର ରହିଥିବା ବେଳେ ୧୯ କେଜି ବିଶିଷ୍ଟ କମର୍ସିଆଲ ସିଲିଣ୍ଡର ଗ୍ୟାସର ଦର ହ୍ରାସ ହୋଇଛି। ଅନ୍ୟପଟେ ଘରୋଇ ସିଲିଣ୍ଡର ଦରରେ କୌଣସି ପରିବର୍ତ୍ତନ ହୋଇ ନାହିଁ।
ସୂଚନାଯୋଗ୍ୟ, ବର୍ତ୍ତମାନ ନୂତନ ଦର ଅନୁସାରେ ୧୯ କେଜି ବିଶିଷ୍ଟ କମର୍ସିଆଲ ସିଲିଣ୍ଡର ଗ୍ୟାସର ଦର ଦିଲ୍ଲୀରେ ୧୮୦୪ ଟଙ୍କା, ମୁମ୍ବାଇରେ ୧୭୫୬ଟଙ୍କା, ଚେନ୍ନାଇରେ ୧୯୬୬ ଟଙ୍କା ଏବଂ କୋଲକାତାରେ ୧୯୧୧ ଟଙ୍କା ରହିଛି। କହିରଖୁଛୁ ଯେ, ଗତ ଅଗଷ୍ଟ ୨୦୨୩ ରେ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ପ୍ରାୟ ୧୦୦ଟଙ୍କା ହ୍ରାସ ହୋଇଥିଲା। ସେବେଠାରୁ ଏହାର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ।

Leave A Reply

Your email address will not be published.