ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

କୋଷ୍ଟଗାର୍ଡ ହେଲିକପ୍ଟର କ୍ରାସ, ୩ ମୃତ

0

ଗୁଜୁରାଟ: ଗୁଜୁରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋରବନ୍ଦର ଡିଏମ ଏସଡି ଧାନାନି କହିଛନ୍ତି ଯେ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ସେ କହିଛନ୍ତି ଯେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଦୁର୍ଘଟଣା ପରେ ତୁରନ୍ତ ଅଗ୍ନିଶମ ଏବଂ ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ନିୟମିତ ଅଭ୍ୟାସ ବେଳେ ଆଜି ଏହା ଦୁର୍ଘଟଣାଗ୍ରସ୍ତ ହୋଇଛି।

ସୂଚନା ଅନୁଯାୟୀ, ଭାରତୀୟ ତଟରକ୍ଷୀ ବାହିନୀର ଅଧିକାରୀ କହିଛନ୍ତି ଯେ ଏକ ନିୟମିତ ତାଲିମ ବିମାନ ଉଡ଼ାଣ ସମୟରେ କୋଷ୍ଟଗାର୍ଡର ଏଲଏଚ ଧ୍ରୁଭ ହେଲିକପ୍ଟର ଗୁଜରାଟର ପୋରବନ୍ଦରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଲ୍ୟାଣ୍ଡିଂ ବେଳେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଭୂମିରେ ପଡ଼ିବା ମାତ୍ରେ ହେଲିକପ୍ଟରଟିରୁ ନିଆଁକୁ ଓ ଧୂଆଁର ବାହାରିବାକୁ ଲାଗିଲା। ଏହି ଘଟଣା ସମ୍ପର୍କରେ କୋଷ୍ଟଗାର୍ଡ ଅଧିକାରୀ କହିଛନ୍ତି ଯେ, ହେଲିକପ୍ଟରରେ ଜଣେ ପାଇଲଟଙ୍କ ସମେତ ଦୁଇ ଜଣ କୋ-ପଇଲଟ ଥିଲେ। ଦୁର୍ଘଟଣାରେ ୩ଜଣ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.